TOP
0
0
【簡體曬書節】 單本79折,5本7折,優惠只到5/31,點擊此處看更多!
Drasta: Odia translation of The Prophet
滿額折

Drasta: Odia translation of The Prophet

商品資訊

定價
:NT$ 630 元
領券後再享88折起
無庫存,下單後進貨(到貨天數約30-45天)
可得紅利積點:18 點
相關商品
商品簡介

商品簡介

ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।

ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର "ଗୀତାଂଜଳି"ର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍]ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, "ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।"୍]

ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି ।

ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯ

您曾經瀏覽過的商品

購物須知

外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。

無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。

為了保護您的權益,「三民網路書店」提供會員七日商品鑑賞期(收到商品為起始日)。

若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

定價:100 630
無庫存,下單後進貨
(到貨天數約30-45天)

暢銷榜

客服中心

收藏

會員專區